ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ – ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା

ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜୁଲାଇ ରବିବାର ) ଦଶପଲ୍ଲା :- ନୟାଗଡ ଜିଲ୍ଲା ଦଶପଲ୍ଲା ବ୍ଲକ୍ ଅନ୍ତର୍ଗତ ପୋଇବାଡି ଗ୍ରାମ ର ପୂର୍ବତନ ସରପଞ୍ଚ ତଥା ସମାଜ ସେବୀ ସ୍ବର୍ଗତ ଶ୍ରୀ ବତ୍ସ ସାହୁ ଙ୍କ ପରିବାରକୁ ଭେଟି ସମବେଦନା ଜଣାଇଛନ୍ତି ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)

Exit mobile version