ଓଡ଼ିଶା ତାଜା ନ୍ୟୁଜ୍ (୧୧ ଜୁଲାଇ ରବିବାର ) ଦଶପଲ୍ଲା :- ନୟାଗଡ ଜିଲ୍ଲା ବିଜେଡ଼ି ସଭାପତି ତଥା ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଙ୍କ ପିତୃ ବିୟୋଗ ଘଟିଥିଲା । ଦଶପଲ୍ଲା ବିଧାୟକ ଙ୍କ ପିତୃ ବିୟୋଗ କାର୍ଯ୍ୟରେ କୃଷି ତଥା ଉଚ୍ଚ ଶିକ୍ଷା ମନ୍ତ୍ରୀ ଡ଼. ଅରୁଣ କୁମାର ସାହୁ ଯୋଗଦେଇ ଦଶପଲ୍ଲା ବିଧାୟକ ଙ୍କ ପରିବାରକୁ ସମବେଦନା ଜଣାଇଥିଲେ ।
ଏହି ଅବସରରେ ରଣପୁର ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ବିଜେଡ଼ିର ସମସ୍ତ ନେତା ବୃନ୍ଦ ଯୋଗ ଦେଇଥିଲେ । (ପୁଷ୍ପଲତା ପ୍ରଧାନ ଙ୍କ ରିପୋର୍ଟ)
