ଭୁବନେଶ୍ଵର, ରିପୋର୍ଟ (ଓଡଶା ତାଜା ନ୍ୟୁଜ୍) ହାଇକୋର୍ଟ 2020 : – ଲକ୍ ଡାଉନ ସମୟରେ ଆଜି ଗାଡି ସିଜ୍ ଉପରେ ହାଇକୋର୍ଟ ନୂଆ ରାୟ ଦେଇଛନ୍ତି । ଦେଇଥିବା ରାୟକୁ ପରିବର୍ତନ କରି ହାଇକୋର୍ଟ ନୂଆ ରାୟ ଅନୁସାରେ ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କୁ ବାଇକରେ ଯିବା ପାଇଁ ଅମୁମତି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ୩ ଥର ଅଣ୍ଡରଟେକିଂ ଦେଇ ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମ ଗାଡି ନେଇପାରିବେ । ବରିଷ୍ଠ ନାଗରିକ ଓ ଭିନ୍ନକ୍ଷମଙ୍କୁ ଛାଡିଦେଲେ ଅନ୍ୟମାନଙ୍କ ଉପରେ ପୂର୍ବଭଳି ଲକ ଡାଉନ ନିର୍ଦ୍ଦେଶ ଲାଗୁ ରହିବ ବୋଲି କୁହାଯାଇଛି । ଗାଡି ଚଳାଚଳ ଉପରେ ନିଷେଧାଦେଶ ସଂପୂର୍ଣ୍ଣ ହଟାଇ ଦିଆଯାଇନି ବୋଲି କୋର୍ଟ ନିର୍ଦେଶ ଦେଇଛନ୍ତି । ତେବେ ଅଣ୍ଡରଟେକିଂ ଲେଖି ନେଇ ଜବତ ଗାଡି ଛାଡିବାକୁ ରାୟ ଦେଇଛନ୍ତି ହାଇକୋର୍ଟ ।
ଗାଡି ସିଜ୍ ଉପରେ ହାଇକୋର୍ଟ ନୂଆ ନିର୍ଦ୍ଦେଶ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026
ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ : ୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା
by
Proprietor Abhimanyu Maharana
September 11, 2026
ନୟାଗଡ଼ ଜିଲ୍ଲା ସଡ଼କ ସୁରକ୍ଷା ଓ ହାଇୱେ ସେଫଟୀ ଟାସ୍କଫୋର୍ସ ବୈଠକ
by
Proprietor Abhimanyu Maharana
September 11, 2026
ନୟାଗଡ ଜିଲ୍ଲାର ଦ୍ୱିତୀୟ ବରିଷ୍ଠ ତୀର୍ଥଯାତ୍ରୀ ଯୋଜନା ଶୁଭାରମ୍ଭ
by
Proprietor Abhimanyu Maharana
September 11, 2026
ଜିଲ୍ଲା ଉପନିବନ୍ଧକ କାର୍ଯ୍ୟାଳୟର ଲୋକାର୍ପଣ ଉତ୍ସବ
by
Proprietor Abhimanyu Maharana
September 11, 2026
ବିଜୁ ଜନତା ଦଳ କାର୍ଯ୍ୟାଳୟରେ ଶ୍ରଦ୍ଧାଞ୍ଜଳୀ ସଭା
by
Proprietor Abhimanyu Maharana
September 11, 2026