ଓଡ଼ିଶା ତାଜା ନ୍ୟୁଜ (୨ ଅଗଷ୍ଟ ସୋମବାର ) ବରଗଡ଼ :- ଓଡିଶାରେ ସରକାରୀ ନିଯୁକ୍ତି ପାଇଁ ବୟସସୀମାରେ ତାରତମ୍ୟ ଥିବାରୁ ବହୁ ମେଧାବୀ ଛାତ୍ରଛାତ୍ରୀ ମାନେ ଉଚ୍ଚତର ଶିକ୍ଷା ହାସଲ ପରେ ମଧ୍ୟ ସରକାରୀ ଚାକିରୀରେ ଆବେଦନ ପାଇବାରୁ ସୁଯୋଗରୁ ବଂଚିତ ହେଉଛନ୍ତି । ପ୍ରକାଶ ଯୋଗ୍ୟକି ବର୍ତମାନ ସରକାରୀ ଚାକିରୀରେ ରାଜ୍ୟର ସାଧାରଣ ବର୍ଗ ଙ୍କ ବୟସ ସୀମା ୩୨ ବର୍ଷ ଥିବାବେଳେ, ଗୋଆରେ ୪୫, ଆସାମରେ ୪୪,
