ଭୁବନେଶ୍ୱର , ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍) କଳାହାଣ୍ଡି ଜିଲ୍ଲାର ପ୍ରଥମ କରୋନା, ଏପ୍ରିଲ 12.4.2020 :- କଳାହାଣ୍ଡି ଜିଲ୍ଲାର ପ୍ରଥମ କରୋନା ଆକ୍ରାନ୍ତଙ୍କ ନମୂନା ପରୀକ୍ଷା ପରେ ନେଗେଟିଭ ଆସିଥିବା ଟୁଇରରେ ସ୍ପଷ୍ଟ କଲା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ସୁସ୍ଥ ହୋଇଥିବା କଳାହାଣ୍ଡିର ଆକ୍ରାନ୍ତ କଟକ ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସୁସ୍ଥ ହେଲେ ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ । କଳାହାଣ୍ଡିର ପ୍ରଥମ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । କଳାହାଣ୍ଡି ଆକ୍ରାନ୍ତ ସୁସ୍ଥ ହେବା ପରେ ଏବେ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୧୩ରେ ପହଞ୍ଚିଲା । ଉଲ୍ଲେଖଯୋଗ୍ୟ, କଳାହାଣ୍ଡି ଜିଲ୍ଲାର ଦୁଇ ଜଣ ଆକ୍ରାନ୍ତ ଥିବା ବେଳେ ସେଥିମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି ।
ଓଡିଶା ପାଇଁ ପୁଣି ଭଲ ଖବର । କଳାହାଣ୍ଡି ଜିଲ୍ଲାର ଦୁଇଜଣ କରୋନା ଆକ୍ରାନ୍ତ – ଜଣେ ସୁସ୍ଥ ହୋଇଛନ୍ତି

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ଅସଦାଚରଣ କରି ଲହୁଲୁହାଣ କରିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଅଭିଯୁକ୍ତ
by
Proprietor Abhimanyu Maharana
August 24, 2026
ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ଜୁଆ ଆଡ୍ଡା ଉପରେ ଚଢ଼ାଉ
by
Proprietor Abhimanyu Maharana
August 24, 2026
ଗଜପତି ଜିଲ୍ଲା ଅଡବା ପୋଲିସ ଦ୍ୱାରା ଅବୈଧ ଗୁଟଖା ନେଇ ଯାଉଥିବା କାମଧେନୁ ଘୋରେଇ ବାସରୁ ୭ କାର୍ଟୁନ୍ ଗୁଟଖା ବକ୍ସ ଜବତ
by
Proprietor Abhimanyu Maharana
August 24, 2026
ଖଣି ଓ ଖଣିଜ ପଦାର୍ଥ ବିକାଶ ଓ ନିୟମାବଳି ସଂଶୋଧନ ଆଇନ - 2026 ତୁରନ୍ତ ପ୍ରତ୍ୟାହାର ଦାବୀରେ ରଣପୁରରେ କଂଗ୍ରେସ, ସିପିଆଇ (ଏମ) ଓ ସମାଜବାଦୀ ପାର୍ଟି ତରଫରୁ ପ୍ରତିବାଦ
by
Proprietor Abhimanyu Maharana
August 24, 2026
ଅଚାନକ ବିଦ୍ୟାଳୟ ପରିଦର୍ଶନ କଲେ ନୂଆଗାଁ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
August 24, 2026
ଚୋରା ବନ୍ଧୁକ କାରବାର ଅଭିଯୋଗରେ ୩ ଗିରଫ,୪ ଟି ଦେଶୀ ବନ୍ଧୁକ ଜବତ
by
Proprietor Abhimanyu Maharana
August 24, 2026