ଭୁବନେଶ୍ୱର, ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍) ମନ୍ତ୍ରୀ ପ୍ରତାପ ଜେନା , ଗୁରୁବାର, ଏପ୍ରିଲ 16.4.2020 :- ଭୁବନେଶ୍ୱର ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀ ସ୍ତରୀୟ କମିଟିର ବୈଠକ ପରେ ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରତିକ୍ରିୟା, ଟ୍ରେନିଂ ଓ ଦକ୍ଷତା ବୃଦ୍ଧି ଉପରେ ଗୁରୁତ୍ବ, ଅଙ୍ଗନବାଡ଼ି କର୍ମୀ, ଆଶା କର୍ମୀମାନଙ୍କୁ ତାଲିମ ଉପରେ ଗୁରୁତ୍ବ ଏଏନ୍ଏମ୍ ଓ ଡାକ୍ତରମାନଙ୍କୁ ତାଲିମ ଉପରେ ଗୁରୁତ୍ବ । ଏବେ ସୁଦ୍ଧା ୧ ଲକ୍ଷ ୫୩ ହଜାର ଜଣଙ୍କୁ ତାଲିମ ଦିଆଯାଇଛି । ଅଧିକ ତାଲିମ ଦିଆଯିବା ଉପରେ ବ୍ୟବସ୍ଥା କରାଯାଉଛି ସବୁ ମେଡିକାଲ କଲେଜ ଓ ହସ୍ପିଟାଲରେ ଟେଷ୍ଟିଂ ଲ୍ୟାବ ପାଇଁ ଆଲୋଚନା ହୋଇଛି । ର୍ୟାପିଡ୍ ଟେଷ୍ଟ ପାଇଁ ଟେଷ୍ଟିଂ କିଟ୍ କିଣିବାକୁ ସୁପାରିସ କରିଛି କମିଟି । ଆଜିଥ୍ରୋ ମାଇସିନ୍ କିଣିବାକୁ ସୁପାରିସ କରିଛି କମିଟି
ଉଚ୍ଚ କ୍ଷମତାସମ୍ପନ୍ନ ମନ୍ତ୍ରୀ ସ୍ତରୀୟ କମିଟିର ବୈଠକ ପରେ : ମନ୍ତ୍ରୀ ପ୍ରତାପ ଜେନାଙ୍କ ପ୍ରତିକ୍ରିୟା

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ
by
Proprietor Abhimanyu Maharana
September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ
by
Proprietor Abhimanyu Maharana
September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ - ଉଲ୍ଲାସ ଜନସଚେତନତା ପଦଯାତ୍ରା
by
Proprietor Abhimanyu Maharana
September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ
by
Proprietor Abhimanyu Maharana
September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ
by
Proprietor Abhimanyu Maharana
September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ
by
Proprietor Abhimanyu Maharana
September 11, 2026