ମୁକ୍ତା ସାହୁ ବଲାଙ୍ଗୀର ଜିଲ୍ଲାର ମହିଳା ମୋର୍ଚ୍ଚା ପର୍ଯ୍ୟବେକ୍ଷକ

ଓଡ଼ିଶା ତାଜା ନ୍ୟୁଜ (୨୬ ଅଗଷ୍ଟ ଗୁରୁବାରବରଗଡ଼ :-  ବରଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ମୁକ୍ତା ସାହୁ ବଲାଙ୍ଗୀର ଜିଲ୍ଲାର ମହିଳା ମୋର୍ଚ୍ଚାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ପାଇଥିବାରୁ ବରଗଡ଼ ଜିଲ୍ଲା

ମହିଳା ମୋର୍ଚ୍ଚା ସଭାନେତ୍ରୀ ସଂଗୀତ ଅଗ୍ରୱାଲ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ରାଜ୍ୟ ସଭାପତି ଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି । (ସତ୍ୟ ନାରାୟଣ ପ୍ରଧାନ)

Exit mobile version