
ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଦିନକୁ ଦିନ କମୁଥିବା ବେଳେ ପିଲାଙ୍କ ସଂକମଣ ବଢ଼ାଉଛନ୍ତି ଚିନ୍ତା


ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫ ହଜାର ୬୫୪କୁ ବୃଦ୍ଧି ପାଇଛି । ରାଜ୍ୟରେ ଦିନକରେ ସାମ୍ପଲ ଟେଷ୍ଟ ୭୧,୧୩୭ ହୋଇଥିବା ବେଳେ ପଜିଟିଭିଟି ୧.୦୯ ପ୍ରତିଶତ ରହିଛି । ରାଜ୍ୟରେ ଆଉ ୬୮ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୨୫ ଆକ୍ରାନ୍ତ ଆଖି ବୁଜିଛନ୍ତି । ଏହାବାଦ କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧାରୁ ୭ ଲେଖାଏଁ, ଜଗତସିଂହପୁରରୁ ୬ ଜଣଙ୍କ ମୃତ୍ୟୁ ହୋଇଛି ।
Related Content
ଧ୍ୟାନକୁଦ ପୀଠରେ ବାହୁଡା଼ ଯାତ୍ରା
by
Proprietor Abhimanyu Maharana
July 25, 2026
ସିଂହଦ୍ଵାରରେ ଲାଗିଲା ତିନିରଥ ଆଜି ସୁନାବେଶ
by
Proprietor Abhimanyu Maharana
July 25, 2026
ବାହୁଡା ଯାତ୍ରାର ରଥ ରନୱେରୁ......
by
Proprietor Abhimanyu Maharana
July 25, 2026
ଚକାଶିଳା କ୍ଷେତ୍ରରେ ଶ୍ରୀଜୀଉଙ୍କ ବାହୁଡା଼ ଯାତ୍ରା ଅନୁଷ୍ଠିତ, ଭକ୍ତଙ୍କ ସମାଗମରେ ମୁଖରିତ ରଣପୁର
by
Proprietor Abhimanyu Maharana
July 24, 2026
ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି, ଅପେକ୍ଷାରେ ତିନି ରଥ, ସଜେଇ ହୋଇଛି ଶ୍ରୀମନ୍ଦିର
by
Proprietor Abhimanyu Maharana
July 24, 2026
ରଣପୁର ରାଜନୀତିରେ ସୁରମାଙ୍କ ପାଇଁ ମଇଦାନ ଖାଲି; ସମ୍ବିତଙ୍କ ଫମ୍ପା ପ୍ରତିଶୃତିକୁ ନେଇ ବଢ଼ୁଛି ଚର୍ଚ୍ଚା
by
Proprietor Abhimanyu Maharana
July 24, 2026