ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍ ) ,ସୋମବାର ,ଏପ୍ରିଲ 20.4.2020 :- ଏବେ ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାର ସୂଚନା ମିଳିଛି ।ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛି। କିନ୍ତୁ ଏହି ୭ଜଣ କରୋନା ଆକ୍ରାନ୍ତ ରୋଗୀ କେଉଁ ଅଂଚଳର ଓ କାହା ସଂସ୍ପର୍ଶରେ ଆସିଛନ୍ତି ଜଣା ପଡ଼ିନାହିଁ । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ ସୂଚନା ମିଳିଛି । ପରୀକ୍ଷା କରାଯାଇଥିବା ୧୦ ହଜାର ୬୧୪ଟି ନମୂନା ମଧ୍ୟରୁ ୬୮ଜଣଙ୍କର ପଜେଟିଭ୍ ବାହାରିଥିବା ବେଳେ ୧୦ହଜାର ୫୭୩ଟି ନଗେଟିଭ୍ ଆସିଛି । ଏହି ୬୮ଜଣଙ୍କ ମଧ୍ୟରୁ ୨୪ଜଣ ସୁସ୍ଥ ହୋଇ ଫେରିଛନ୍ତି, ଜଣେ ମୃତ୍ୟୁବରଣ କରିଛନ୍ତି ଓ ଅନ୍ୟ ୪୩ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୮ରେ ପହଞ୍ଚିଛି, ରାଜ୍ୟରେ ଆଉ ୭ କରୋନା ପଜିଟିଭ୍ ଚିହ୍ନଟ ।

- Categories: Uncategorized, ଓଡ଼ିଶା, ହୋମ୍
Related Content
ନାଚୁଣୀ ଥାନା ର ନୂତନ ଭାରପ୍ରାପ୍ତ ଅଧିକାରୀ
by
Proprietor Abhimanyu Maharana
May 7, 2026
ବ୍ରଜ କିଶୋର ସାହୁ ସ୍ମାରକୀ ଟ୍ରଷ୍ଟ ପକ୍ଷ ରୁ ମାଟ୍ରିକ ବ୍ଲକ ଟପର ଙ୍କୁ ସମ୍ବର୍ଦ୍ଧନା
by
Proprietor Abhimanyu Maharana
May 7, 2026
ବରିଷ୍ଠ ନାଗରିକ ସଙ୍ଘ ପକ୍ଷରୁ ଶ୍ରମିକ ଦିବସ
by
Proprietor Abhimanyu Maharana
May 7, 2026
ଖୋର୍ଦ୍ଧା ଜିଲ୍ଲାରେ ପ୍ରଶଂସା ସାଉଣ୍ଟୁଛନ୍ତି ଜିଲ୍ଲା ବିଜେପି ଉପସଭାପତି
by
Proprietor Abhimanyu Maharana
May 7, 2026
ଝାଲମୁଢ଼ି ଖାଇ ବିଜେପିର ବିଜୟ ଉତ୍ସବ ପାଳନ କଲେ ନେତା ଓ କର୍ମୀ
by
Proprietor Abhimanyu Maharana
May 6, 2026
ଡ଼ଃ ସୁରେଶ ଚନ୍ଦ୍ର ଜେନା ଙ୍କ ଜନ୍ମ ବାର୍ଷିକ ପାଳନ
by
Proprietor Abhimanyu Maharana
May 6, 2026