ଭଦ୍ରକ ଜିଲ୍ଲା ,ରିପୋର୍ଟ ଦୀପ୍ତିମାନ୍ ପତି (ଓଡିଶା ତାଜା ନିଉଜ ) ପୁଣି ୪କରୋନା ଆକ୍ରାନ୍ତ ଚିହ୍ନଟ,୨୪ ଏପ୍ରିଲ, ଶୁକ୍ରବାର :- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪କୁ ବୃଦ୍ଧି ପାଇଛି । ରାଜ୍ୟରେ ପୁଣି ୪କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ଭଦ୍ରକ ଜିଲ୍ଲାର ବୋଲି ଜଣାପଡ଼ିଛି । ଚାରି ଆକ୍ରାନ୍ତ ଭଦ୍ରକର ତିହିଡ଼ି ବ୍ଳକର ୨ଜଣ ହୋଇଥିବା ବେଳେ ଧାମନଗର ବ୍ଲକର ୨ଜଣ ବୋଲି ସୂଚନା ମିଳିଛି । ସମସ୍ତ ଆକ୍ରାନ୍ତ ପୁରୁଷ ଓ ସେମାନଙ୍କ ବୟସ ୪୦, ୪୧, ୨୯, ୨୪ବର୍ଷ । ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଛନ୍ତି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ରାଜ୍ୟରେ ପୁଣି ୪କରୋନା ଆକ୍ରାନ୍ତ ଚିହ୍ନଟ

- Categories: Uncategorized, ଓଡ଼ିଶା, ଦେଶ, ହୋମ୍
Related Content
MALABAR GOLD UNVEILS ”PLATINUM SHOW“ AT SAHID NAGAR STORE
by
Proprietor Abhimanyu Maharana
September 13, 2026
ବିଶ୍ଵ ପ୍ରାଥମିକ ଉପଚାର ଦିବସ ପାଳିତ
by
Proprietor Abhimanyu Maharana
September 13, 2026
ବ୍ଲକ ସ୍ତରୀୟ ଉଲ୍ଲାସ ତାଲିମ ଶିବିର ଅନୁଷ୍ଠିତ
by
Proprietor Abhimanyu Maharana
September 13, 2026
ରଣପୁରରେ ନବ ଭାରତ ସାକ୍ଷରତା ସଚେତନତାର ନିଆରା ପ୍ରୟାସ
by
Proprietor Abhimanyu Maharana
September 13, 2026
ପାରଳାଖେମୁଣ୍ଡି ଠାରେ ନୂତନ ଭାବେ ନିର୍ମାଣଧିନ ଜଗନ୍ନାଥଙ୍କ ମନ୍ଦିର ପାଇଁ ଆସିଲା ଚାରି ଦ୍ୱାରବନ୍ଧ ଶହ ଶହ ଭକ୍ତଙ୍କ ଉପସ୍ଥିତିରେ ଭବ୍ୟ ସ୍ୱାଗତ
by
Proprietor Abhimanyu Maharana
September 13, 2026
ଗଜପତି ଜିଲ୍ଲା ତୃତୀୟଲିଙ୍ଗୀ ସମାଜ ତରଫରୁ ନୂତନ ଉପ ଜିଲ୍ଲାପାଳଙ୍କୁ ସ୍ୱାଗତ
by
Proprietor Abhimanyu Maharana
September 13, 2026