ଓଡ଼ିଶା ତାଜା ନ୍ୟୁଜ୍ ( ୦୨ ଅକ୍ଟୋବର, ଶନିବାର ) ଓଡ଼ଗାଁ :- ଓଡ଼ଗାଁ ଇନଡୋର ଷ୍ଟାଡିୟମ ପ୍ରାଙ୍ଗଣରେ ଆଜି ଓଡ଼ଗାଁ ବ୍ଲକର ୧୮ଟି ପଞ୍ଚାୟତର ୧୩୦ ଜଣ ହିତାଧିକାରୀଙ୍କୁ ବାର୍ଦ୍ଧକ୍ୟ, ଭିନ୍ନକ୍ଷମ, ବିଧବା ଭତ୍ତା ପ୍ରଦାନ କରାଯାଇଛି । ଏଥିରେ ନୟାଗଡ଼ ବିଧାୟକ ତଥା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଭତ୍ତା ବଣ୍ଟନ କରିଥିଲେ ।
