ଓଡ଼ିଶା ତାଜା ନ୍ୟୁଜ୍ (୦୨ ଅକ୍ଟୋବର ଶନିବାର ) ବରଗଡ଼ :- ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ଅବସରରେ ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଟୋପ ହାଇସ୍କୁଲ ର ବିଜ୍ଞାନ ଶିକ୍ଷୟିତ୍ରୀ ଶ୍ରୀମତୀ ଅନୁସୂୟା ଦେବତା ପରିବେଶ ସୁରକ୍ଷା ପାଇଁ ଅତାବିରା ଏନ୍ ଏ ସି ଅନ୍ତର୍ଗତ କୁଷ୍ଠାଶ୍ରମରେ ବୃକ୍ଷରୋପଣ କରିଛନ୍ତି।
