Home ଅପରାଧ ମହାଲିଙ୍ଗ ସନସାଇନ ପବ୍ଲିକ ସ୍କୁଲ ଶିକ୍ଷୟିତ୍ରୀ ନିଖୋଜ ଘଟଣାରେ ଏକ ମୃତ ଦେହ ଉଦ୍ଧାର by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୧୯,ଅକ୍ଟୋବର,ମଙ୍ଗଳବାର) କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ମହାଲିଙ୍ଗସ୍ଥିତ ସନସାଇନ ପବ୍ଲିକ ସ୍କୁଲର ନିର୍ମାଣଧୀନ ଷ୍ଟାଡିୟମରୁ ଏକ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି । ଏହି ଘଟଣାରେ ମାଟିତଳୁ ମିଳିଥିବା ଜିନିଷ ଶିକ୍ଷୟିତ୍ରୀ ମମିତାଙ୍କର ବୋଲି ପରିବାର ଲୋକେ ଚିହ୍ନଟ କରିଛନ୍ତି । ମୃତ ଦେହ ନିକଟରୁ ମହିଳାଙ୍କ ପାଉଁଜି ଓ ଏକ ସୁନା ଚେନ ଉଦ୍ଧାର ହୋଇଛି । ଜିନିଷ ଗୁଡ଼ିକ ଚିହ୍ନଟ ନେଇ ଡିଏସପି ବଟକୃଷ୍ଣ ମିଶ୍ର ସୂଚନା ଦେଇଛନ୍ତି । ଅନ୍ୟପକ୍ଷରେ ମୃତ ଶରୀରର ଡିଏନଏ ଟେଷ୍ଟ କରାଯିବାକୁ ବଲାଙ୍ଗୀର ପୋଲିସ କହିଛି । ଅନ୍ୟପଟେ ମମିତା ମୃତ୍ୟୁ ମାମଲାରେ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଧରିବା ପାଇଁ ଘୋଷିତ ହୋଇଥିବା ପୁରସ୍କାର ରାଶି ୨୦ ହଜାର ରୁ ଲକ୍ଷେ ଟଙ୍କାକୁ ବୃଦ୍ଧି କରାଯାଇଥିବା ପୋଲିସ ସୂତ୍ରରୁ ଘୋଷଣା ହୋଇଛି । କଳାହାଣ୍ଡି ଜିଲ୍ଲା କଂଗ୍ରେସ ପକ୍ଷରୁ ଭବାନୀପାଟଣା ଟାଉନ ଥାନା ଆଗରେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ପୋଷ୍ଟର ଜଲାଯାଇ ନାରାବାଜି କରାଯାଇଛି । ଏହି ଘଟଣାରେ ବିଜେପି ମଧ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି । Categories: ଅପରାଧ, ଓଡ଼ିଶା, କଳାହାଣ୍ଡି, ହୋମ୍ Related Content ସମର୍ପଣ ବୃଦ୍ଧାଶ୍ରମରେ ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ତରଫରୁ ଆନ୍ତର୍ଜାତୀୟ ବୟସ୍କ ବ୍ଯକ୍ତି ଦିବସ ପାଳିତ by Proprietor Abhimanyu Maharana October 2, 2026 ମହାନଦୀ ଜଳ ବିବାଦ ସମାଧାନ ପାଇଁ ଦିଲ୍ଲୀରେ ବୈଠକ ପ୍ରସଙ୍ଗ by Proprietor Abhimanyu Maharana October 2, 2026 ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana October 2, 2026 କବି ଗୋଦାବରୀଶ ମହାପାତ୍ର ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ by Proprietor Abhimanyu Maharana October 2, 2026 ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ by Proprietor Abhimanyu Maharana October 2, 2026 ପୌରାଞ୍ଚଳର ବିଜେଡି ନେତା ଓ କର୍ମୀଙ୍କୁ ନବୀନଙ୍କ ଗୁରୁମନ୍ତ୍ର by Proprietor Abhimanyu Maharana October 2, 2026