ଜିଲ୍ଲାର ୨୧ ଲକ୍ଷ ୪୦ ହଜାର ପାଇବେ ସ୍ମାର୍ଟ ହେଲ୍ଥ କାର୍ଡ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ ହେଲ୍ଥ କାର୍ଡ ହେଉଛି ବିପଦ ସମୟରେ ଶ୍ରେଷ୍ଠ ବନ୍ଧୁ ମୟୁରଭଞ୍ଜରେ ୨୦୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ମୟୁରଭଞ୍ଜର ସବୁ ପରିବାରକୁ ପାଇପ ପାଣି ଯୋଗାଇ ଦେବାପାଇଁ ୩୨୦୦ କୋଟି ଟଙ୍କାର ମେଗା ପାଇପ ପାଣି ପ୍ରକଳ୍ପ ଜାରି ରହିଛି ସ୍ବାସ୍ଥ୍ୟସେବା ଇତିହାସରେ ୨୦୨୧ ସେପ୍ଟେମ୍ବରରେ ଏକ ନୂଆ ଯୁଗ ଆରମ୍ଭ ହୋଇଛି – ମୁଖ୍ୟମନ୍ତ୍ରୀ
