Home ଓଡ଼ିଶା ଦୁର୍ନୀତି ନିବାରଣ ସପ୍ତାହ ପାଇଁ ସଚେତନତା ରେଲି by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୨୭ ଅକ୍ଟୋବର ବୁଧବାର ) ବରଗଡ଼ :- ଚଳିତ ମାସ ୨୭ ତାରିଖ ରୁ ଆସନ୍ତା ନଭେମ୍ବର ୧ ତାରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଅବସରରେ ଆଜି ଦ୍ୱିତୀୟ ଦିନ ବିଭାଗ ପକ୍ଷରୁ ଏକ ସଚେତନତା ରେଲି ର ଆୟୋଜନ କରାଯାଇଥିଲା । ସରକାରୀ କର୍ମଚାରୀ ଦୁର୍ନୀତି ମୁକ୍ତ ହେଲେ ସମାଜ ତଥା ଦେଶର ପ୍ରଗତି ରେ ସହାୟକ ହୋଇପାରିବ ବୋଲି ସଚେତନତା କରାଯାଇଥିଲା । ଅଙ୍ଗନବାଡ଼ି କର୍ମୀ ମାନେ ଏକ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ସଚେତନତା ସୃଷ୍ଟି କରିଥିଲେ । Categories: ଓଡ଼ିଶା, ବରଗଡ଼, ହୋମ୍ Related Content ଖୋର୍ଦ୍ଧା ରୋଡ଼ ମଣ୍ଡଳ ଦ୍ୱାରା ହିନ୍ଦୀ ପଖୱାଡ଼ା - ୨୦୨୬ ର ଉଦ୍ଯାପନୀ ସମାରୋହ ଏବଂ ୧୫୧ତମ ମଣ୍ଡଳୀୟ ସରକାରୀ ଭାଷା କାର୍ଯ୍ୟାନ୍ୱୟନ ସମିତି ବୈଠକ ଅନୁଷ୍ଠିତ by Proprietor Abhimanyu Maharana September 24, 2026 ଶ୍ରୀମନ୍ଦିର ରେ ଶ୍ରୀବିଗ୍ରହ ଙ୍କ ବାମନ ଜନ୍ମ ନୀତି ଅନୁଷ୍ଠିତ by Proprietor Abhimanyu Maharana September 24, 2026 ୧୧ତମ ଆୟୁର୍ବେଦ ଦିବସ ପାଳିତ by Proprietor Abhimanyu Maharana September 24, 2026 ନୋଭୋଟେଲ ଭୁବନେଶ୍ୱର ଜନପଥର ଗ୍ରାଣ୍ଡ ଶୁଭାରମ୍ଭ by Proprietor Abhimanyu Maharana September 24, 2026 ଜଟଣୀ ଗଣେଶ ପୂଜାରେ ସନ୍ଧ୍ୟା ଆଳତି କଲା"ମୋ ପରିବାର" by Proprietor Abhimanyu Maharana September 24, 2026 ‘ଦମନ’ ଅଭିଯାନରେ ଅପରାଧୀ ଓ ଅସାମାଜିକଙ୍କ ବିରୋଧରେ କଡ଼ା ପଦକ୍ଷେପ by Proprietor Abhimanyu Maharana September 24, 2026