
ଓଡ଼ିଶା ତାଜା ନ୍ୟୁଜ୍ (୩୧ ଅକ୍ଟୋବର ରବିବାର) ବାଲିଗୁଡ଼ା :- କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରତାପ ଜେନା କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଅଧିନସ୍ଥଦାରିଙ୍ଗବାଡି ବ୍ଲକ ର ଜୋନ ନଂ.୧୧ର ବିଭିନ୍ନ ଅଞ୍ଚଳ ବୁଲି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା l

