Home କଟକ ବରଗଡ ଜିଲ୍ଳାରେ ଆହେତୁକ ନିଶା କାରବାର ଉପରେ ଅଙ୍କୁଶ ଓ ସାଧାରଣ ଜନତା, ପୋଲିସ ର ସୁରକ୍ଷା ଦାବୀ କଲା ସମ୍ବିଧାନ ସୁରକ୍ଷା ମଂଚ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ ( ୩ ନଭେମ୍ବର ବୁଧବାର) ବରଗଡ଼ :- ଜିଲ୍ଲାରେ ଦିନକୁ ଦିନ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହେଉଥିବା ବେଳେ ବରଗଡ଼ ସହର ଓ ଅନ୍ୟ ବ୍ଲକରେ ନିଶା କାରବାର ଦ୍ରୁତ ଗତିରେ କାୟା ବିସ୍ତାର କରି ଚାଲିଛି । ଯୁବକ ମାନେ ମୁଖ୍ୟତଃ ଏହି ନିଶା ସେବନ ରେ ଗ୍ରାସ ହୋଇ ନିଜ ଜୀବନକୁ ଖରାପ କରିବା ସହ ପରିବାର ଓ ସମାଜ ଉପରେ ବିପଦ ସୃଷ୍ଟି କରୁଛନ୍ତି । ଏପରିକି ପୋଲିସ ମଧ୍ୟ ଏହାର ଆକ୍ରୋଶ ର ଶିକାର ହେଉଛନ୍ତି । ତେଣୁ ଏହି ବ୍ୟାଧି କୁ ନିରାକରଣ କରିବା ପାଇଁ ଏକ ମିଳିତ ଉଦ୍ୟମ ଆବଶ୍ୟକ ଥିବାବେଳେ ଯେଉଁମାନେ ଏହି ନିଶା କାରବାର ରେ ସମ୍ପୃକ୍ତ ଅଛନ୍ତି ତାଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସମ୍ବିଧାନ ସୁରକ୍ଷା ମଂଚ ପକ୍ଷରୁ ଜିଲ୍ଲା ଆରକ୍ଷୀ ଅଧୀକ୍ଷକଙ୍କୁ ଏକ ସ୍ମାରକ ପତ୍ର ପ୍ରଦାନ କରାଯାଇଛି । ଆବାହକ ପବିତ୍ର ଦେହେରି, ରମେଶ ମହାପାତ୍ର, ସିବାନନ୍ଦ ମଟାରି, ଭବାନୀ ସାହୁ, ମରିୟମ ବାର୍ଳା ମାନେ ଏହି ଅତିରିକ୍ତ ଏସ୍ ପି ଙ୍କୁ ଭେଟିଛନ୍ତି । Categories: କଟକ, ବରଗଡ଼, ହୋମ୍ Related Content ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana September 20, 2026 ନକଲି ଏମ୍ଭିଆଇ ଅଧିକାରୀ ଗିରଫ by Proprietor Abhimanyu Maharana September 20, 2026 ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା by Proprietor Abhimanyu Maharana September 20, 2026 ଜନଭାଗିଦାରୀ ରେ ସ୍ବଛତା ଦୀର୍ଘସ୍ଥାୟୀ : ଉପ ମୁଖ୍ୟମନ୍ତ୍ରୀ by Proprietor Abhimanyu Maharana September 20, 2026 ଆଶ୍ରୟ ପକ୍ଷରୁ ସମୁଦ୍ରକୂଳ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ by Proprietor Abhimanyu Maharana September 20, 2026 କଣ୍ଟାବାଞ୍ଜି, ବିଶ୍ଵକର୍ମା ପୂଜାଭଷାଣି by Proprietor Abhimanyu Maharana September 20, 2026