ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସ୍ମାର୍ଟ ହେଲ୍ଥ କାର୍ଡ ଯୋଜନା ସାମିଲ ହେଲା ଢେଙ୍କାନାଳ ଓ ଅନୁଗୁଳ ଜିଲ୍ଲା – ସାରା ରାଜ୍ୟର ଅଧା ଜିଲ୍ଲାରେ ସ୍ମାର୍ଟ କାର୍ଡ ଯୋଜନା ଆରମ୍ଭ
ଢେଙ୍କାନାଳର ୧୦ ଲକ୍ଷ ଓ ଅନୁଗୁଳର ୧୦ ଲକ୍ଷ ଲୋକ ପାଇବେ ସ୍ମାର୍ଟ କାର୍ଡର ସୁବିଧା
ଢେଙ୍କାନାଳରେ ୮୮୦ କୋଟି ଓ ଅନୁଗୁଳରେ ୧୧୭୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ
