‘ସମ୍ବାଦ ସାହିତ୍ୟ ଘର’ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ : ନୟାଗଡ଼

ନୟାଗଡ଼, ରିପୋର୍ଟ / ରାମକୃଷ୍ଣ ରଥ ( ଓଡିଶା ତାଜା ନ୍ୟୁଜ୍‌ ) ‘ସମ୍ବାଦ ସାହିତ୍ୟ ଘର’ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୫ ହଜାର ଟଙ୍କା ପ୍ରଦାନ , ୨ ମଇ,ଶନିବାର : – କରୋନା ମୁକାବିଲା ନିମନ୍ତେ ‘ସମ୍ବାଦ ସାହିତ୍ୟ ଘର’ ନୟାଗଡ଼ ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଜିଲ୍ଲାପାଳଙ୍କ ଜରିଆରେ ୫ ହଜାର ଟଙ୍କା ପ୍ରଦାନ ।

‘ସମ୍ବାଦ’ର ଜିଲ୍ଲା ପ୍ରତିନିଧି ରିତେନ୍ଦ୍ର ଛାଟୋଇ, ସାହିତ୍ୟ ଘର ସଭାପତି ଡ. ବିଜୟ କୁମାର ଚୌଧୁରୀ, ସମ୍ପାଦକ ରାମକୃଷ୍ଣ ରଥ, ବରିଷ୍ଠ ସଦସ୍ୟ ପ୍ରମୋଦ ପଟ୍ଟନାୟକ ପ୍ରମୁଖ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କୁ ଭେଟି ଏହି ସହାୟତା ପ୍ରଦାନ କରିଥିଲେ ।

Exit mobile version