ଅନୁଗୁଳ ଜିଲ୍ଲାରେ ପୁଣି ବାଘର ମୃତ୍ୟୁ ଏକ କଲରାପତାରିଆ ବାଘର ମୃତ୍ୟୁ ହୋଇଛି – ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି

ଗତକାଲି ରାତିରେ ଏକ କଲରାପତରିଆ ବାଘ ମରିପଡ଼ିଥିବା ଜଣାପଡ଼ିଛି । କେଉଁ ପରିସ୍ଥିତିରେ ବାଘଟିର ମୃତ୍ୟୁ ହୋଇଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଏ ସମ୍ପର୍କରେ ଖବର ପାଇବା ପରେ ଅନୁଗୁଳ ଓ ଆଠମଲ୍ଲିକ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶ ପରେ ଘଟଣାସ୍ଥଳରେ ସ୍ଥାନୀୟ ବନ କର୍ମଚାରୀମାନେ ପହଞ୍ଚି ତଦନ୍ତ କରିଛନ୍ତି ।
Related Content
ଓଡ଼ିଶାର ସର୍ବୋଚ୍ଚତମ ଗଣେଶ ପ୍ରତିମୂର୍ତ୍ତି (୭୧) ଫୁଟ ଉଚ୍ଚତା...
by
Proprietor Abhimanyu Maharana
September 7, 2026
ମୋ ମାଟି ଭାପୁର ଅନୁଷ୍ଠାନ ପକ୍ଷରୁ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’ କାର୍ଯ୍ୟକ୍ରମ ଅନୁଷ୍ଠିତ
by
Proprietor Abhimanyu Maharana
September 7, 2026
ଆଇଆଇଟି ଭୁବନେଶ୍ୱରର ଅଧ୍ୟାପକ ଡକ୍ଟର ଶ୍ରୀକାନ୍ତ ଗୋଲାପୁଡିଙ୍କୁ ଜାତୀୟ ଶିକ୍ଷକ ପୁରସ୍କାର ୨୦୨୬
by
Proprietor Abhimanyu Maharana
September 7, 2026
ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତଦେହ ଠାବ
by
Proprietor Abhimanyu Maharana
September 7, 2026
ଚିତ୍ରାଙ୍କନ, ଓଡ଼ିଆ ହସ୍ତାକ୍ଷର ଓ ଭାଷାଜ୍ଞାନ ପ୍ରବନ୍ଧ ପ୍ରତିଯୋଗିତା
by
Proprietor Abhimanyu Maharana
September 7, 2026
ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ଅବସର କାଳୀନ ସମ୍ବର୍ଦ୍ଧନା ଉତ୍ସବ
by
Proprietor Abhimanyu Maharana
September 7, 2026