ଓଡ଼ିଶା ତାଜା ନ୍ୟୁଜ୍ (୨୯ ଜାନୁଆରୀ ଶନିବାର ) ନୟାଗଡ଼ :- ନୟାଗଡ଼ ବ୍ଳକର ୩ୟ ଓ ୫ମ ଶ୍ରେଣୀ ସରକାରୀ ମେଧାବୃତ୍ତି ପରୀକ୍ଷା- ୨୦୨୧ ର ରେଜଲ୍ଟ ପ୍ରକାଶ ପାଇଛି । ଏହି ପରୀକ୍ଷାରେ ନୟାଗଡ଼ ଖଣ୍ଡପଡ଼ାରୋଡ ସ୍ଥିତ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପ୍ରତିବର୍ଷ ପରି ଏ ବର୍ଷ ମଧ୍ଯ ବାଜିମାତ କରିନେଇଛି।ବିଦ୍ଯାଳୟର ପଞ୍ଚମ ଶ୍ରେଣୀରେ ମେଧାବୃତ୍ତି ପରୀକ୍ଷା ଦେଇଥିବା ତିନି ଜଣ ଛାତ୍ରଛାତ୍ରୀଙ୍କ ମଧ୍ଯରୁ ପ୍ରତିଜ୍ଞା ଦାସ ଓ ସସ୍ମିତା ସାହୁ ମେରିଟ୍ ତାଲିକାରେ ଯଥାକ୍ରମେ

