Home ଓଡ଼ିଶା ମେଧାବୃତ୍ତି ପରୀକ୍ଷା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ଶୁଭେଚ୍ଛା ଜଣାଇଲେ ବ୍ଲକ୍ ଶିକ୍ଷା ଅଧିକାରୀ by Proprietor Abhimanyu Maharana 5 years ago Share on FacebookShare on TwitterWhatsapp ଓଡ଼ିଶା ତାଜା ନ୍ୟୁଜ୍ (୧୨ଫେବ୍ରୁଆରୀ ଶନିବାର ) ନୂଆଗାଁ:- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧିନରେ ଥିବା ବିଭିନ୍ନ ବିଦ୍ୟାଳୟ ରୁ ୧୪ ଜଣ ଛାତ୍ର ଛାତ୍ରୀ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ କୃତିତ୍ୱ ଅର୍ଜନ କରିଛନ୍ତି । ସୂଚନା ଅନୁଯାୟୀ ଜଗନ୍ନାଥ ପ୍ରସାଦ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ରୀ ଦୀପାଞ୍ଜଳୀ ଦଳବେହେରା ନୂଆଗାଁ ବ୍ଲକ୍ ରେ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି । ସେହିପରି ବାହାଡ ଝୋଲା ଏସ ଏସ୍ ଭି ଏମ୍ ବିଦ୍ୟାଳୟ ର ଛାତ୍ର ରାଜେଶ ସାହୁ,ମୃତ୍ୟୁଞ୍ଜୟ ପ୍ରଧାନ ,ବନ୍ଧାଭୁଇଁ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ଶୁଭମ୍ ସାହୁ ଏବଂ ଛାତ୍ରୀ ଅନିତା ସାହୁ, ମାଳି ସର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ର ବିଶ୍ୱଜିତ୍ ସାହୁ ଏବଂ ଛାତ୍ରୀ ବିଶ୍ଵମୟୀ ପରିଡ଼ା, ନନ୍ଦିଘୋଷ ପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ରଶ୍ମିତା ସାହୁ, ଶୀମିଳି ସାହି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ର ମାନସ ସାହୁ, କୋରଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀ ସଞ୍ଜନା ବାରିକି, କାଚ ପଲ୍ଲୀ ସରକାରୀ ପ୍ରାଥମିକ ବିଦ୍ୟାଳୟ ର ଛାତ୍ରୀ ସୋନମ୍ ପ୍ରଧାନ, ଗାତେରୀ ସରକାରୀ ହଜାରୀ ଅପ୍ ଗ୍ରେଟେଡ୍ ବିଦ୍ୟାଳୟ ର ଛାତ୍ର ଆକାଶ ରାଉତ, ବାହାଡ ଝୋଲା ବିଦ୍ୟାଳୟ ର ଛାତ୍ରୀ ଇତିଶ୍ରୀ ସାହୁ, ମହିପୁର ଏସ ଏସ୍ ଭି ଏମ୍ ବିଦ୍ୟାଳୟ ର ଛାତ୍ର ପ୍ରୟାସ ବିଶ୍ଵାଳ,ଏହିପରି ଭାବେ ୧୪ ଜଣ ଛାତ୍ର ଛାତ୍ରୀ ପଞ୍ଚମ ଶ୍ରେଣୀ ମେଧାବୃତ୍ତି ପରୀକ୍ଷା ରେ କୃତିତ୍ୱ ଅର୍ଜନ କରିଛନ୍ତି ।କୃତିତ୍ୱ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ଙ୍କୁ ନୂଆଗାଁ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା ଶୁଭେଚ୍ଛା ଜଣାଇବା ସହ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି । Categories: ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍ Related Content ଜାତୀୟ ଅନସୁଚୀତ ଜନଜାତି ଆୟୋଗ ଙ୍କ ପୁରୀ ଜିଲ୍ଲା ଗସ୍ତ by Proprietor Abhimanyu Maharana September 8, 2026 ଗଞ୍ଜେଇ ସହ ଦୁଇଟି ଦେଶୀ ନିର୍ମିତ ବନ୍ଧୁକ, ବାଇକ ଜବତ : ତିନି କୁଖ୍ୟାତ ଡକାୟତ ଗିରଫ by Proprietor Abhimanyu Maharana September 8, 2026 ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ୨୦୨୬ରେ ଓଡ଼ିଶାର ଉଲ୍ଲେଖନୀୟ ସଫଳତା; ରାଉରକେଲା ଓ କଳିଙ୍ଗନଗରକୁ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ by Proprietor Abhimanyu Maharana September 8, 2026 Strengthening Odisha’s Power Transmission Infrastructure: A New Era of Confidence in Power System of Odisha by Proprietor Abhimanyu Maharana September 8, 2026 ପାହାଡ଼ ଉପରୁ ଗଳିତ ଝୁଲନ୍ତା ମୃତକଙ୍କ ପରିଚୟ ଚିହ୍ନଟ, ପରିବାରକୁ ହସ୍ତାନ୍ତର ମୃତଦେହ by Proprietor Abhimanyu Maharana September 7, 2026 କାରିଗରଙ୍କ ସହିତ ବିଶ୍ୱକର୍ମାଙ୍କ ଆଶୀର୍ବାଦ ଅଛି, ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ by Proprietor Abhimanyu Maharana September 7, 2026