
ଭୁବନେଶ୍ୱର,ଅଭିମନ୍ୟୁ ମହାରଣା (ଓଡିଶା ତାଜା ନ୍ୟୁଜ୍ ) ୧୦ ମଇ,ରବିବାର odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com
ଭୁବନେଶ୍ୱର,ରିପୋର୍ଟ /ଅଭିମନ୍ୟୁ ମହାରଣା : – ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧକ୍ଷ ତଥା ପ୍ରବୀଣ ଜନନେତା ସୁବାଷ ଚୌହାନଙ୍କ ଅକାଳ ବିୟୋଗ ଆମ ପାଇଁ ଏକ ଅପୁରାଣୀୟ କ୍ଷତି । ତାଙ୍କ ବିୟୋଗର ଏହି ଦୁଃଖକୁ ସାହିବା ପାଇଁ ତାଙ୍କ ପରିବାର ବର୍ଗ ଏବଂ ହଜାର ହଜାର ଶୁଭେଛୁଙ୍କୁ ପ୍ରଭୁ ଜଗନ୍ନାଥ ଶକ୍ତି ଏବଂ ଧାର୍ଯ୍ୟ ଦିଅନ୍ତୁ ।
ତାଙ୍କ ଅମର ଆତ୍ମା ପ୍ରତି ବିଜୁ ଜନତା ଦଳ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଉଛି । ଓଡିଶା ବିକାଶରେ ତାଙ୍କ ଭୂମିକାକୁ ଆମେ ସବୁବେଳେ ସ୍ମରଣ କରିବୁ । ସଞ୍ଜୟ କୁମାର ଦାସ ବର୍ମା, ସାଧାରଣ ସମ୍ପାଦକ, ବିଜୁ ଜନତା ଦଳ (ମୁଖ୍ୟାଳୟ) ତଥା ରାଜ୍ୟ ଯୋଜନା ବୋର୍ଡ଼ ଉପଧକ୍ଷ, ଓଡିଶା
