
ଓଡ଼ିଶା ତାଜା ନ୍ୟୁଜ୍ (୭ ଏପ୍ରିଲ ଗୁରୁବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନଏସିର ଉପାଧ୍ୟକ୍ଷା ଭାବେ ବିଜୁ ଜନତା ଦଳରୁ ପ୍ରାର୍ଥିନୀ ହୋଇଥିବା ଶାନ୍ତି ନାୟକ ନିର୍ଦ୍ୱନ୍ଦରେ ବିଜୟୀ ହୋଇଛନ୍ତି l ଶାନ୍ତିଙ୍କ ପ୍ରସ୍ତାବକ ଭାବେ ବିଭୂତି ଭୂଷଣ ଲହରିଆ ଥିବା ବେଳେ ପଦ୍ମାଳୟା ନାୟକ ସମର୍ଥକ ଭାବେ ଥିଲେ l ଶାନ୍ତି ନାୟକ ବିଜେଡି ବାଲିଗୁଡା ୫ ନଂ.କାଉନସିଲର ଭାବେ ନିର୍ବାଚିତ ହୋଇଥିଲେ l

