ଓଡ଼ିଶା ତାଜା ନ୍ୟୁଜ୍ (୯ ଏପ୍ରିଲ ଶନିବାର ) ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦର ମହକୁମାରେ ଥିବା ନୂଆଗାଁ ପ୍ରାଥମିକ ବିଦ୍ୟାଳୟ ପଡ଼ିଆରେ ୨୬ ତମ ମଣ୍ଡଳ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ନୂଆଗାଁ ବ୍ଲକ୍ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ପଣ୍ଡା ଙ୍କ ସଭାପତିତ୍ବରେ ଅନୁଷ୍ଠିତ ବିଜ୍ଞାନମେଳା ରେ ମୁଖ୍ୟ ଅତିଥି ଭାବେ ନୂଆଗାଁ ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ସମ୍ମାନୀତ ଅତିଥି ଭାବେ ସାଂସଦ ଙ୍କ ପ୍ରତିନିଧି ବିଜୟ କୁମାର ଶାସମଲ୍,ବିଡ଼ିଓ ପ୍ରମୋଦ କୁମାର ନାୟକ,ନୂଆଗାଁ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା ,ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳି ଶାସମଲ୍,

