ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ : ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି ।

ଭୁବନେଶ୍ୱର,(ଓଡିଶା ତାଜା ନ୍ୟୁଜ୍‌ ) ୧୧ ମଇ,ସୋମବାର odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ

ଭୁବନେଶ୍ୱର, (ଓଡିଶା ତାଜା ନ୍ୟୁଜ୍‌ ) ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା,୧୧ ମଇ,ସୋମବାର :- ରାଜ୍ୟରେ ଆଉ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୧କୁ ବୃଦ୍ଧି ପାଇଛି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ।

ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୮ଜଣ ସୁସ୍ଥ ହୋଇଛନ୍ତି ଓ ୩ ଜଣଙ୍କର ମୃତ୍ୟୁ ହୋଇଛି । ବର୍ତ୍ତମାନ ଓଡ଼ିଶାରେ କରୋନାରେ ୩୨୦ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Exit mobile version