
ଓଡ଼ିଶା ତାଜା ନ୍ୟୁଜ୍ (୧୪,ଏପ୍ରିଲ ଗୁରୁବାର ) ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶାଳବଣ ସାହିତ୍ୟ ପରିଷଦ ଆନୁକୂଲ୍ୟରେ ବନବାସୀ ସେବା ସମିତି ସଭାଗୃହରେ ମହାବିଷୁବ ସାରସ୍ୱତ ସମ୍ମିଳନୀ ଆୟୋଜିତ ହୋଇ ଯାଇଛି । ସଭା ପ୍ରାରମ୍ଭରେ ଶାଳବଣ ସାହିତ୍ୟ ପରିଷଦର ବରିଷ୍ଠ ସଦସ୍ୟ ସିମାଞ୍ଚଳ ମହାରଣାଙ୍କ ମୃତ୍ୟୁରେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।

