
ଓଡ଼ିଶା ତାଜା ନ୍ୟୁଜ୍ /୨୬ ଏପ୍ରିଲ ମଙ୍ଗଳବାର / ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଙ୍କ ନିର୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଙ୍କ ସଚିବ (5T ) ଶ୍ରୀ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷ ରେ ଜଗତସିଂହପୁର ର ଝଙ୍କଡ଼ ପୀଠ କୁ ଯାଇ ମା ସାରଳା ଙ୍କୁ ପୂଜାର୍ଚନା କରିଥିଲେ ଏବଂ ପୀଠ ର ବିକାଶ ସମ୍ପର୍କରେ ସେବାୟତ ,

