
ଓଡ଼ିଶା ତାଜା ନ୍ୟୁଜ୍ /୨୯ ଏପ୍ରିଲ ଶୁକ୍ରବାର / ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ରେବିଙ୍ଗିଆ ପଞ୍ଚାୟତ ସଭାଗୃହରେ କେନ୍ଦ୍ରୀୟ ସ୍ବତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ହୋଇଯାଇଅଛି । ଏହି ସଭାରେ ପଞ୍ଚାୟତର ୧୩ଟି ଓ୍ବାର୍ଡର ସଭ୍ୟ/ସଭ୍ୟା ସହ ପଞ୍ଚାୟତ ପି,ଇ,ଓ,ଗାଁ ସାଥି ଓ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟାକ୍ଷା ନନ୍ଦିନୀ ପ୍ରଧାନ ଓ ପଞ୍ଚାୟତ ସରପଞ୍ଚ ରଞ୍ଜୁଲତା ମଲ୍ଲିକଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି ।

