
ଓଡ଼ିଶା ତାଜା ନ୍ୟୁଜ୍/ ୩୦ ଏପ୍ରିଲ ଶନିବାର/ ଭୁବନେଶ୍ୱର :- ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଅେ ପ୍ରଲ ୨୩ ତାରିଖରୁ ଚାଲିଥିବା ଆଦିବାସୀ ମେଳା ଆଜି ଅଷ୍ଟମ ଦିନରେ ପହଞ୍ଚିଛି । ଏହି ମେଳାରେ ରାଜ୍ୟର ଜନଜାତି ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ସେମାନଙ୍କ ଉତ୍ପାଦିତ ଓ ସଂଗୃହୀତ ସାମଗ୍ରୀର ବି ପଣି ଖୋଲିଛନ୍ତି ।

