
ଓଡ଼ିଶା ତାଜା ନ୍ୟୁଜ୍ /୦୩ ମଇ ମଙ୍ଗଳବାର / ଭୁବନେଶ୍ୱର :- ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ ଆଠଗଡ ବ୍ଲକର ରାଧାଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଲଷ୍ମୀନାରାୟଣପୁର ଏବଂ ତିଗିରିଆ ବ୍ଲକର ପାଞ୍ଚଗାଁ ଅନ୍ତର୍ଗତ ତେନ୍ତୁଳିରଗଡି ଗ୍ରାମରେ ବ୍ଲକସ୍ତରୀୟ ଅକ୍ଷୟ ତୃତୀୟା, କୃଷକ ଦିବସ ଓ ମୁଠି ଅନୁକୂଳ କାର୍ଯ୍ୟକ୍ରମରେ ଯୋଗଦାନ କରିଛନ୍ତି ।

