ସମ୍ବାଦପତ୍ର ବିତରକ ଙ୍କୁ ପରିଚୟପତ୍ର ବଣ୍ଟନ

ଓଡ଼ିଶା ତାଜା ନ୍ୟୁଜ୍ /୦୭ ମଇ ଶନିବାର / ବରଗଡ଼  :- ବରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲା ର ସମସ୍ତ ସମ୍ବାଦପତ୍ର ବିତରକଙ୍କୁ ପରିଚୟପତ୍ର ବଣ୍ଟନ କରାଯାଇଥିଲା। ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥି ଭାବେ

ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ଯୋଗ ଦେଇ ରାଜ୍ୟ ସରକାର ଙ୍କ ଦ୍ଵାରା ପ୍ରଦତ୍ତ ପରିଚୟପତ୍ର ବଣ୍ଟନ କରିଥିଲେ। ଏଥିରେ ଜିଲ୍ଲା ର ସମସ୍ତ ବ୍ଲକ୍ ର ବିତରକ ମାନେ ଯୋଗ ଦେଇ ତାଙ୍କ ପରିଚୟପତ୍ର ଗ୍ରହଣ କରିଥିଲେ।

Exit mobile version