
ଓଡ଼ିଶା ତାଜା ନ୍ୟୁଜ୍ /୦୯ ମଇ ସୋମବାର/ଭୁବନେଶ୍ୱର :- ମେଷ : ଅସୁଲି କରିବା ପାଇଁ ଏବଂ ଯାତ୍ରା ପାଇଁ ଆଜିର ଦିନ ଭଲ। ବ୍ୟାପାର ସମ୍ବନ୍ଧିତ କାର୍ଯ୍ୟଗୁଡ଼ିକପାଇଁ ଆଜି ଲାଭଦାୟୀ ଦିବସ ଅଟେ। ଘରେ ଶୁଭପ୍ରସଙ୍ଗର ଆୟୋଜନ ହେବ। ଶେୟାର-ସଟ୍ଟାରେ ଆର୍ଥିକ ଲାଭ ହେବ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ରହିବ।

