ଗଜପତିଜିଲ୍ଲାନୂଆଗଡବ୍ଲକର୫ଟି ରୁପାନ୍ତିକରଣ ବିଭିନ୍ନ ବିଦ୍ୟାଳୟର ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ପିଡି ଡିଆର୍ଡିଏ

ଏହାସହ ବକେୟା କାମଗୁଡିକୁ ଅତି ଶୀଘ୍ର ସମାପନ କରିବା ପାଇଁ ପରାମର୍ଶ ଦେଇଥିବାର ଜଣାପଡିଛି । ପିଡିଙ୍କ ଏହି ପରିଦର୍ଶନ ସମୟରେ ବ୍ଲକସ୍ତରୀୟ ଅଧିକାରୀ, ସହକାରୀଯନ୍ତ୍ରୀ, ସମ୍ପୃକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକମାନେ ଓ ଅନ୍ୟାନ୍ୟ ଅଧିକାରୀମାନେ ଉପସ୍ଥିତ ରହି ଉନ୍ନୟନ କାର୍ଯ୍ୟର ବିଭିନ୍ନ ବିବରଣୀ ସମ୍ପର୍କରେ ଆଲୋଚନା କରିଥିଲେ ।
Related Content
ୟୁକେର ୫୦ ଶ୍ରେଷ୍ଠ ଆକାଂକ୍ଷୀ ବ୍ୟବସାୟୀଙ୍କ ତାଲିକାରେ ଓଡ଼ିଆ ଉଦ୍ୟୋଗୀ ଅରୁଣ କର
by
Proprietor Abhimanyu Maharana
October 9, 2026
ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
by
Proprietor Abhimanyu Maharana
October 9, 2026
SIRକୁ ବିରୋଧକରି ନିର୍ବାଚନ କମିଶନର ଜ୍ଞାନେସ କୁମାରଙ୍କ ଇସ୍ତଫା ଦାବିରେ କନ୍ଧମାଳ କଂଗ୍ରେସର ସଫଳତାର ସହ ୧୨ ଘଣ୍ଟିଆ ବନ୍ଦ ପାଳନ
by
Proprietor Abhimanyu Maharana
October 9, 2026
ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ - ୨୦୨୬ଅନୁଷ୍ଠିତ
by
Proprietor Abhimanyu Maharana
October 8, 2026
ସ୍ମାର୍ଟ କ୍ଲାସ୍ରୁମ୍ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ
by
Proprietor Abhimanyu Maharana
October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ
by
Proprietor Abhimanyu Maharana
October 8, 2026