
ଓଡ଼ିଶା ତାଜା ନ୍ୟୁଜ୍ /୧୬ ମଇ ସୋମବାର/ବ୍ରଜରାଜନଗର :-ବ୍ରଜରାଜନଗର ଆସନ ପାଇଁ ଅନେକ ଆଶାୟୀଙ୍କ ନାଁ ଚର୍ଚ୍ଚାକୁ ଆସିଥିଲା , ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ଭାରତୀୟ ଜନତା ପାର୍ଟି (ବିଜେପି)। ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡାଙ୍କ ନାଁରେ ମୋହାର ମାରିଛି । ବ୍ରଜରାଜନଗର ବିଜେପି ରାଧାରାଣୀ ପଣ୍ଡାଙ୍କ ନାଁ ଘୋଷଣା କରିଛି।

