
କଟକ ଚଣ୍ଡୀ ମନ୍ଦିରର ବିକାଶ ଯୋଜନାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ : ୭୦ କୋଟି ଟଙ୍କା ଖର୍ଚ୍ଚ ହେବ ,ଏକ ବର୍ଷରେ କାମ ସରିବ. ସଫଳ ରୂପାୟନ ପାଇଁ କଟକ ବାସୀଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

