ରାଜ୍ୟରେ ଆଜି ଆଉ 65 କରୋନା ପଜେଟିଭ ଚିହ୍ନଟ – ମୋଟ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା 737 କୁ ବୃଦ୍ଧି

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର – Mail – odishatazanews1@gmail.com

ଭୁବନେଶ୍ୱର,ରିପୋର୍ଟ (ଓଡିଶା ତାଜା ନ୍ୟୁଜ୍‌ ) ୧୬ ମଇ, ଶନିବାର :- ଆଜି ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି ।

ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରେ ସର୍ବାଧିକ ୩୧, ଗଞ୍ଜାମ ୧୩, କଟକ ୬, କେନ୍ଦ୍ରାପଡ଼ା ୪, ପୁରୀ ୪, ଖୋର୍ଦ୍ଧା ୩, ମୟୁରଭଞ୍ଜ ୨ ଓ ନୟାଗଡ଼ର ୨ ରହିଛନ୍ତି ।

Exit mobile version