Home ଓଡ଼ିଶା ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି : ଜୁନ ୧୩ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ by Proprietor Abhimanyu Maharana 4 years ago Share on FacebookShare on TwitterWhatsapp ଜୁନ ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ । ଜୁନ ୧୩ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ, ଓଡ଼ିଶା ତାଜା ନ୍ୟୁଜ୍ /୨୬ ମଇ ଗୁରୁବାର/ଭୁବନେଶ୍ୱର :- ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଧାନସଭା ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଆଜିଠୁ ଆସନ୍ତା ୨ ତାରିଖ ଯାଏ ନାମାଙ୍କନ ପତ୍ର ଦାଖଲ ହେବା ନେଇ ବିଜ୍ଞପ୍ତିରେ କୁହାଯାଇଛି । ଏଥି ସହିତ ଜୁନ ୬ ତାରିଖରେ ନାମାଙ୍କନ ପତ୍ର ପ୍ରତ୍ୟାହାର କରିବାର ଶେଷ ଦିନ । ଜୁନ ୧୩ ତାରିଖରେ ରାଜ୍ୟସଭା ଉପ ନିର୍ବାଚନ ହେବ ବୋଲି ପୂର୍ବରୁ ଘୋଷଣା ହୋଇଛି । ପୂର୍ବତନ ସାଂସଦ ସବୁାସ ସିଂଙ୍କ ଇସ୍ତଫା ପରେ ଆସନ ଖାଲିପଡ଼ିଛି । Categories: ଓଡ଼ିଶା, ମହାନଗର, ରାଜନୀତି, ହୋମ୍ Related Content କନ୍ଧମାଳରେ ‘ସମୃଦ୍ଧ’ ସମବାୟ ସଦସ୍ୟତା ମହାଅଭିଯାନ by Proprietor Abhimanyu Maharana September 26, 2026 ପଣ୍ଡିତ ଦିନ ଦୟାଳୁ ଉପାଧ୍ୟାୟଙ୍କ ଜନ୍ମଦିନ କାର୍ଯକ୍ରମ by Proprietor Abhimanyu Maharana September 26, 2026 ପୁରୀ ସାତପଡା ରାସ୍ତାର ମଙ୍ଗଳାଘାଟ ରାସ୍ତାରେ ଆଣ୍ଠୁଏ ପାଣି by Proprietor Abhimanyu Maharana September 26, 2026 ଭଲମଣିଷଙ୍କ ମୁଣ୍ଡ ଉପରୁ ଛତା ଭଙ୍ଗିଗଲା by Proprietor Abhimanyu Maharana September 26, 2026 ପ୍ରତ୍ୟେକ ପରିବାର ସହ ସମବାୟ ସମ୍ବନ୍ଧ ଯୋଡିବାକୁ ସାଂସଦ ଙ୍କ ପରାମର୍ଶ by Proprietor Abhimanyu Maharana September 26, 2026 ବାତ୍ଯା ପବନ ଯୋଗୁ ବଡଦାଣ୍ଡରେ ପଡୁଛି ବ୍ଯାରିକେଡ by Proprietor Abhimanyu Maharana September 26, 2026