
ଓଡ଼ିଶା ତାଜା ନ୍ୟୁଜ୍/୦୪ ଜୁନ ଶନିବାର/ :- ମେଷ – ପ୍ରଣୟ ପ୍ରସଂଗ ପାଇଁ ଆଜିର ଦିନ ଅନୁକୂଳ ଅଟେ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। କିନ୍ତୁ ପରିବାରରେ ଆନନ୍ଦ ଏବଂ ଉଲ୍ଲାସମୟ ବାତାବରଣ ରହିବ। ମାନସିକ ରୂପରେ ପ୍ରସନ୍ନ ଏବଂ ଫୂର୍ତ୍ତିର ଅନୁଭବ ହେବ। ବ୍ୟବସାୟରେ ଲାଭ ହେବାର ସମ୍ଭାବନା ଅଛି। କାର୍ଯ୍ୟରେ ସଫଳତା ନ ମିଳିବା କାରଣରୁ ନିରାଶା ହେବ। ସନ୍ତାନମାନଙ୍କ ବିଷୟରେ ଚିନ୍ତା ରହିବ। ପ୍ରବାସକୁ ସମ୍ଭବତଃ ଟାଳି ଦିଅନ୍ତୁ।

