
ଓଡ଼ିଶା ତାଜା ନ୍ୟୁଜ୍/୦୬ ଜୁନ ସୋମବାର/ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଠାରେ ରବିବାର ଦିନ ୪୮୮ଓ ୬୬୨ ବର୍ଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ମହାବିଦ୍ୟାଳୟର ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀଙ୍କର ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକରେ ରାଜ୍ୟ ସରକାରଙ୍କର ସପ୍ତମ ବେତନ କମିଶନ ସୁପାରିଶ ଲାଗୁ ପ୍ରକ୍ରିୟାକୁ ବିରୋଧ କରାଯିବା ସହ କ୍ଷୋଭ ପ୍ରକାଶ କରାଯାଇଥିଲା l

