
ଓଡ଼ିଶା ତାଜା ନ୍ୟୁଜ୍/୧୨ ଜୁନ ରବିବାର/କନ୍ଧମାଳ :- କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ଙ୍କ ନିର୍ଦେଶ ରେ ଏସଓଜି ଏବଂ ଡ଼ିଭିଏଫ ଯବାନ ମାନେ ଗୋଛାପଡା ଥାନା ଅନ୍ତର୍ଗତ ଶାସିକେତା ଜଙ୍ଗଲ ରେ ମାଓ ବାଦି କ୍ୟାମ୍ପ ଉପରେ ଚଢ଼ାଉ କରି ବିପୁଳ ପରିମାଣ ର ମାଓ ସାମଗ୍ରୀ ଜବତ କରିଥିବା ନେଇ ରବିବାର କନ୍ଧମାଳ ଏସପି ଭିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି l ଜବତ ସାମଗ୍ରି ମଧ୍ୟରେ ରହିଛି ମେଡିସିନ, ବିଦ୍ୟୁତ ତାର, ମାଓ ପୋଷାକ, ଜିଲୋଟିନ, ଛୁରୀ, ଇନଶlସ ମେଗାଜିନ, ଚଷମା, ଆଦି ଜିନିଷ ପତ୍ର ମାନ ଥିବା ଏସପି ଅଗ୍ରୱାଲ କହିଛନ୍ତି l

