
ଓଡ଼ିଶା ତାଜା ନ୍ୟୁଜ୍/୧୬ ଜୁନ ଗୁରୁବାର/ଭୁବନେଶ୍ୱର :- ମେଷ : ଆଜି ଆପଣ ସମ୍ବେଦନଶୀଳତା ଅନୁଭବ କରିପାରନ୍ତି। ଯେଉଁ କାରଣରୁ ଆପଣଙ୍କ ଭାବନାକୁ ଝଟକା ଲାଗିପାରେ। ମାତାଙ୍କର ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ। ବାସଗୃହ କିମ୍ବା ଜମିର କାଗଜପତ୍ର ପ୍ରତି ଧ୍ୟାନ ରଖିବେ। ମାନସିକ ବ୍ୟଗ୍ରତାକୁ ଦୂର କରିବା ପାଇଁ ଯୋଗ କରନ୍ତୁ।

