
ଓଡ଼ିଶା ତାଜା ନ୍ୟୁଜ୍/୨୨ ଜୁନ ବୁଧବାର/ଭୁବନେଶ୍ୱର :- ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡିଶା ଆନୁକୂଲ୍ୟରେ ଓଡିଶା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ଓଡିଶୀ ଗବେଷଣା କେନ୍ଦ୍ର,ଭୁବନେଶ୍ୱର ସ୍ଥିତ ଉତ୍କଳ ରଙ୍ଗ ମଂଚ ଠାରେ ବିଶ୍ୱ ସଂଗୀତ ଦିବସ ପାଳିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମରେ ବରେଣ୍ୟ ଅତିଥି ଭାବେ ଓଡିଶୀ ସଙ୍ଗୀତ ନାଟକ ଏକାଡେମୀର ସଭାପତି ପଦ୍ମଶ୍ରୀ ଅରୁଣା ମହାନ୍ତି,

