
ଓଡ଼ିଶା ତାଜା ନ୍ୟୁଜ୍/୨୩ ଜୁନ ଗୁରୁବାର/କଳାହାଣ୍ଡି :- କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକ ମୁଣ୍ଡା ମସ୍କା ସଂରକ୍ଷିତ ଜଙ୍ଗଲରେ ପୋଲିସ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହେଇଥିବା କଳାହାଣ୍ଡି ଏସ୍ପି ସୂଚନା ଦେଇଛନ୍ତି । ଏହି ମାଓବାଦୀ ଗୋଷ୍ଠୀଟି KKBN ସଙ୍ଗଠନର ବୋଲି ଜଣାପଡିଛି ।

