ଡିମିରି ପଲ୍ଲୀ ଆଶ୍ରମ ବିଦ୍ୟାଳୟ ପରିଦର୍ଶନ କଲେ ଦଶପଲ୍ଲା ବିଧାୟକ

ଓଡ଼ିଶା ତାଜା ନ୍ୟୁଜ୍/୨୫ ଜୁନ ଶନିବାର/ନୂଆଗାଁ :- ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଗୁମି ପଞ୍ଚାୟତ ଡିମିରି ପଲ୍ଲୀ ଆଶ୍ରମ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା।ବିଦ୍ୟାଳୟର ସୈଖିକ ବାତାବରଣ,

ଛାତ୍ର ଛାତ୍ରୀ ଙ୍କ ସୁବିଧା ଅସୁବିଧା ଶିକ୍ଷକ ,ଶିକ୍ଷୟତ୍ରୀ , ଛାତ୍ର ଛାତ୍ରୀ ମାନଙ୍କୁ ପଚାରି ବୁଝିଥିଲେ । ବିଦ୍ୟାଳୟ ପରିଦର୍ଶନ ସମୟରେ ଗୁମି ସମିତି ସଭ୍ୟ ସଞ୍ଜୀବ କୁମାର ଡାକୁଆ ଉପସ୍ଥିତ ଥିଲେ ।

Exit mobile version