ଓଡ଼ିଶା ତାଜା ନ୍ୟୁଜ୍/୨୭ ଜୁନ ସୋମବାର/କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ପ୍ରଥମ ଥର ପାଇଁ ଧଳା ଜହର ମାନେ ବ୍ରାଉନସୁଗାର ପଶିବା ଆରମ୍ଭ ହୋଇ ଯାଇଛି l ଏ ନେଇ କନ୍ଧମାଳ ପୋଲିସ ବ୍ରାଉନ ସୁଗାର କାରବାର ମାମଲା ରେ ଜଣକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ନେଇ ଫୁଲବାଣୀ ସଦର ଏସଡିପିଓ ମହେନ୍ଦ୍ର ନାଥ ମୁର୍ମୁ ଗଣମାଧ୍ୟମ କୁ ସୂଚନା ଦେଇଛନ୍ତି l
