
ଓଡ଼ିଶା ତାଜା ନ୍ୟୁଜ୍/୨୭ ଜୁନ ସୋମବାର/ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ୨ଟି ସ୍ଥାନରେ ପଞ୍ଚ ଦିବସୀୟ ଜିଲ୍ଲାସ୍ତରୀୟ ପ୍ରଧାନ ଶିକ୍ଷକ/ଶିକ୍ଷୟିତ୍ରୀ ମାନଙ୍କ ଦକ୍ଷତା ଓ ଡିଜିଟାଲ ବିକାଶ ପ୍ରଶିକ୍ଷଣ ଶିବିରରେ ବାଲିଗୁଡା ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ଫୁଲବାଣୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କହଁର,

