
ଓଡ଼ିଶା ତାଜା ନ୍ୟୁଜ୍/୩୦ ଜୁନ ଗୁରୁବାର/ବାଲିଗୁଡା :- କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ସ୍ତରୀୟ ପାରମ୍ପରିକ କଳା ଓ ସଂସ୍କୃତି ସଂଘ ଓ ରାଧେ ଗୋବିନ୍ଦ ମଠ ରାଧେ ରାଧେ ମହିଳା ସଂକୀର୍ଣ୍ଣନ ମଣ୍ଡଳୀ ର ମିଳିତ ଆନୁକୂଲ୍ୟରେ ଘୁ.ଉଦୟଗିରି ବ୍ଲକ କନଵାଗିରୀ ଠାରେ ସାଂସ୍କୃତିକ ମହୋତ୍ସଵ ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଜ଼ିଲ୍ଲା କଳା ସଂସ୍କୃତି ସଂଘ ର ଉପ ସଭାପତି ଅକ୍ଷୟ କର୍ଣ୍ଣ, ସମ୍ମାନିତ ଅତିଥି ଭାବେ କୁଇ ସଂସ୍କୃତି ଗବେଷକ ପ୍ରଦୀପ କହଁର, ଫୁଲବାଣୀ ବ୍ଲକ କଳା ସଂସ୍କୃତି ସଂଘର ଉପ ସଭାପତି ରମେଶ ଚନ୍ଦ୍ର ସାହୁ,

