
ଓଡ଼ିଶା ତାଜା ନ୍ୟୁଜ୍/୧ ଜୁଲାଇ ଶୁକ୍ରବାର/ଭୁବନେଶ୍ୱର,ମୁମ୍ବାଇ :- ନଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଜୟ ଜଗନ୍ନାଥ ଲୋକ ତରଣ ଟ୍ରଷ୍ଟ ପକ୍ଷରୁ ରଥଯାତ୍ରା କରାଯାଇଥିଲା । ଏହି ଅବସରରେ ଠାକୁରଙ୍କ ପହଣ୍ଡି ବିଜେ ଓ ନୀତି ପୂଜା ପରେ ଶ୍ରୀଜିଉଙ୍କ ନିକଟରେ ଓଡ଼ିଆ ପୁଅ ରାମ ପ୍ରସାଦ ମୁଦୁଲିଙ୍କ ଦ୍ୱାରା ଛେରା ପହଁରା କରିଥିଲେ ।

