
ଓଡ଼ିଶା ତାଜା ନ୍ୟୁଜ୍/ ୩ ଜୁଲାଇ ରବିବାର/ଭୁବନେଶ୍ୱର :- ମେଷ : ଆଜିର ଦିନ ଆପଣଂକ ଆୟରେ ବୃଦ୍ଧି ଏବଂ ଲାଭ ହେବାର ସୂଚନା ମିଳିବ। ସାମାଜିକ କାର୍ଯ୍ୟଗୁଡ଼ିକରେ ଭାଗ ନେବାରେ ମନ ପ୍ରସନ୍ନ ରହିବ। ମାନ-ସମ୍ମାନ ଏବଂ ଆୟରେ ବୃଦ୍ଧି ହେବ। ବ୍ୟାପାରରେ ଲାଭ ହେବାର ସମ୍ଭାବନା ଅଛି। ସ୍ଵାସ୍ଥ୍ୟ ନ ବିଗଡ଼ୁ, ଏହାର ଧ୍ୟାନ ରଖିବେ। ଆୟ ଅପେକ୍ଷା ଖର୍ଚ୍ଚ ଅଧିକ ହୋଇପାରେ। ବାଣୀ ଉପରେ ନିୟନ୍ତ୍ରଣ ରଖିବେ।

